ଡାକ୍ତର ରଜତ ରାୟ ହେଲେ ଆଇଏମଏର ନୂତନ ସଭାପତି, ଆସନ୍ତା ଫେବ୍ରୁଆରୀ ୧୯ରେ ନେବେ ଦାୟିତ୍ୱ
ଡାକ୍ତର ରଜତ ରାୟ ହେଲେ ଆଇଏମଏର ନୂତନ ସଭାପତି, ଆସନ୍ତା ଫେବ୍ରୁଆରୀ ୧୯ରେ ନେବେ ଦାୟିତ୍ୱ କଟକ(ଏନ୍.ଏମ୍.): ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଓଡ଼ିଶା ବ୍ରାଞ୍ଚର ନୂତନ ସଭାପତି ଭାବେ ଡାକ୍ତର ରଜତ କୁମାର ରାୟ ନିର୍ବାଚିତ ହୋଇଛନ୍ତି । ସଭାପତି ପଦବୀରେ ଡା. ରାୟଙ୍କ କାର୍ଯ୍ୟକାଳ ୨୦୨୨-୨୩ ଗୋଟିଏ ବର୍ଷ ଲାଗି ରହିବ । ଚଳିତ ବର୍ଷ ଆଇଏମଏ ନିର୍ବାଚନର ବାଲଟ ପେପର ରବିବାର ଗଣତି କରାଯାଇଥିଲା । ତେବେ ସଭାପତି ପଦବୀରେ ଡାକ୍ତର ରାୟ…
