ପଞ୍ଚାୟତ ନିର୍ବାଚନ ସ୍ଥଗିତ ପାଇଁ ବିଭିନ୍ନ ଦଳର ଦାବି: ଏ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
ପଞ୍ଚାୟତ ନିର୍ବାଚନ ସ୍ଥଗିତ ପାଇଁ ବିଭିନ୍ନ ଦଳର ଦାବି: ଏ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା କଟକ/ଭୁବନେଶ୍ୱର(ଏନ୍.ଏମ୍.): ପଞ୍ଚାୟତ ନିର୍ବାଚନ ୩ ମାସ ସ୍ଥଗିତ ରଖିବାକୁ ରାଜ୍ୟର ସମସ୍ତ ବିରୋଧୀ ଦଳ ଦାବି କରିଛନ୍ତି । ଆଜି ପଞ୍ଚାୟତ ନିର୍ବାଚନ ନେଇ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡକାଇଥିବାବେଳେ…












