ଔଷଧ ଖାଇବାକୁ ମନେପକାଇଦେବ ନୂଆ ଆପ ‘ନିମାଇ’
ଔଷଧ ଖାଇବାକୁ ମନେପକାଇଦେବ ନୂଆ ଆପ ‘ନିମାଇ’ ଭୁବନେଶ୍ୱର(ଏନ୍.ଏମ୍.): ଆଧୁନିକ ଯୁଗରେ ଚିକିତ୍ସା କ୍ଷେତ୍ରରେ ଆଉ ଏକ ସଫଳତା । ଔଷଧ ଖାଇବା ପାଇଁ ମନେପକାଇ ଦେବ ସ୍ୱତନ୍ତ୍ର ଆପ । ଏନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଆପ ‘ନିମାଇ’ । ଯେ କୌଣସି ରୋଗ ହେଉନା କାହିଁକି ସଠିକ ସମୟରେ ଔଷଧ ଖାଇବାକୁ ସହାୟତା କରିବ ଏହି ଆପ । ଏହାକୁ ପ୍ରସ୍ତୁତ କରିଛନ୍ତି ଆଇଆଇଟି ଖଡ଼ଗପୁରର କମ୍ପ୍ୟୁଟର ବିଜ୍ଞାନ ତଥା ଏମ. ଟେକ ବିକ୍ରମ…
