ପଞ୍ଚାୟତ ନିର୍ବାଚନ ପାଇଁ ଜାନୁଆରୀ ୧୨ରେ ଚୁଡ଼ାନ୍ତ ବୈଠକ: ଯୋଗଦେବେ ଜିଲ୍ଲାପାଳ ଓ ଏସପି
ପଞ୍ଚାୟତ ନିର୍ବାଚନ ପାଇଁ ଜାନୁଆରୀ ୧୨ରେ ଚୁଡ଼ାନ୍ତ ବୈଠକ ଯୋଗଦେବେ ଜିଲ୍ଲାପାଳ ଓ ଏସପି ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟରେ ଏବେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଜୋରଦାର ଚାଲିଛି । ନିର୍ବାଚନକୁ ନେଇ ବହୁ ବାଦ ବିବାଦ ସୃଷ୍ଟି ହେଉଥିଲେ ମଧ୍ୟ ନିର୍ବାଚନକୁ କିଭଳି ସ୍ୱଚ୍ଛ ଏବଂ ଅବାଧ କରାଯିବ ସେନେଇ ନିର୍ବାଚନ କମିଶନର ପ୍ରସ୍ତୁତି ଚଳାଇଛନ୍ତି । ତେବେ ପଛୁଆ ବର୍ଗଙ୍କ ସଂରକ୍ଷଣ ବିନା ନିର୍ବାଚନ ନକରିବାକୁ ବିରୋଧୀ ଦଳଗୁଡ଼ିକର ଦାବି ମଧ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାକୁ…
