ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଦ୍ୱାରା କାକଟପୁର ବ୍ଲକରେ ଓମିକ୍ରୋନ ମୁକାବିଲା ପାଇଁ ସଚେତନତା କାର୍ଯ୍ୟକ୍ରମ
ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଦ୍ୱାରା କାକଟପୁର ବ୍ଲକରେ ଓମିକ୍ରୋନ ମୁକାବିଲା ପାଇଁ ସଚେତନତା କାର୍ଯ୍ୟକ୍ରମ ଭୁବନେଶ୍ୱର (ଏନ୍.ଏମ୍.): କାକଟପୁର ବ୍ଲକ ଅନ୍ତର୍ଗତ ବାଙ୍ଗୁରି ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଓମିକ୍ରୋନ ମୁକାବିଲା ନେଇ ସଚେତନତା କାର୍ଯ୍ୟକ୍ରମ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ବେହେରା ଓମିକ୍ରୋନ ସମ୍ପର୍କରେ ଜ୍ଞାନ ଆହୋରଣ ସହ ଏହାର ପ୍ରଭାବ, ପୂର୍ବ ପ୍ରସ୍ତୁତି ଏବଂ…
