ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କଟକ(ଏନ୍.ଏମ୍.): ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ଜଣାପଡ଼ିଛି । କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନରେ କାର୍ଯ୍ୟରତ ସିପାହୀ ସହଦେବ ପରିଡ଼ାଙ୍କ ଅଫିସ, ଓଏମସି…












