‘ଓମ୍ସା’ର ୬୮ତମ ବାର୍ଷିକ ସମ୍ମିଳନୀ
‘ଓମ୍ସା’ର ୬୮ତମ ବାର୍ଷିକ ସମ୍ମିଳନୀ କେବଳ ଦେହର ଚିକିତ୍ସା ନୁହେଁ, ଆତ୍ମାର ଚିକିତ୍ସା ମଧ୍ୟ ଜରୁରୀ: ରାଜ୍ୟପାଳ ଭୁବନେଶ୍ୱର(ଏନ୍.ଏମ୍.): ମଣିଷ ବସ୍ତୁତଃ ଏକ ଆତ୍ମା ଯେ ଦେହରେ ଅବସ୍ଥାନ କରେ । କେବଳ ଦେହର ଚିକିତ୍ସା ନୁହେଁ, ଆତ୍ମା ଓ ମନର ଚିକିତ୍ସା ଏକାନ୍ତ ଜରୁରୀ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରକାଶ କରିଛନ୍ତି । ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ୍ (ଓମ୍ସା)ର ୬୮ତମ ବାର୍ଷିକ ଉତ୍ସବରେ ଯୋଗଦେଇ ରାଜ୍ୟପାଳ ପ୍ରଫେସର ଲାଲ କହିଲେ ଯେ…
