ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କ ପରେ ନୂଆ ଡିଏମଇଟି ହେବେ ପ୍ରଫେସର ଡାକ୍ତର ରମାରମଣ ମହାନ୍ତି

ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କ ପରେ ନୂଆ ଡିଏମଇଟି ହେବେ ପ୍ରଫେସର ଡାକ୍ତର ରମାରମଣ ମହାନ୍ତି ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ମେଡିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ(ଡିଏମଇଟି) ନିର୍ଦ୍ଦେଶକ ଭାବେ ଡାକ୍ତର ରମାରମଣ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି । ଡିଏମଇଟି ପ୍ରଫେସର ଡାକ୍ତର ଚିନ୍ମୟ ବିଜୟ କୁମାର ମହାନ୍ତି (ସିବିକେ ମହାନ୍ତି ) ଆସନ୍ତା ୩୧ ତାରିଖରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ରମାରମଣଙ୍କୁ ନିଯୁକ୍ତି ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ; ତାଙ୍କ ସହ ରେଳ ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନବେ ମଧ୍ୟ ଉପସ୍ଥିତଥିଲେ । ତେବେ ଏହି ସାକ୍ଷାତ ଆଲୋଚନା ବେଳେ ସୁନ୍ଦରଗଡ଼ରେ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି । ତା’ ସହିତ ସୁନ୍ଦରଗଡ଼ରେ ଏନଟିପିସି…

Read More

ବଜାରଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡ଼ି

ବଜାରଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ବିଜେଡି ଭୁବନେଶ୍ୱର(ଏନ୍‌.ଏମ୍‌.): ଗୋଟିଏ ପଟେ ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ଘଟଣାକୁ ନେଇ କଂଗ୍ରେସ ଓ ବିଜେପି ଆନ୍ଦୋଳନ କରୁଥିବାବେଳେ ଅନ୍ୟପକ୍ଷରେ ବିଜେଡି ମଧ୍ୟ ଖୁବ ଶିଘ୍ର ରାସ୍ତାକୁ ଓହ୍ଲାଇବ ବୋଲି ଘୋଷଣା କରିଛି । ଗୋଟିଏ ପଟେ ମମିତା ହତ୍ୟାକାଣ୍ଡ ଘଟଣାକୁ ନେଇ ବିଜେଡି ଦୁଃଖ ପ୍ରକାଶ କରିଥିବାବେଳେ ଏ ନେଇ ତଦନ୍ତ ଚାଲିଛି ଓ ଅପରାଧୀ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ବିଜେଡି…

Read More

ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’

ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’ ଭୁବନେଶ୍ୱର(ଏନ୍‌.ଏମ୍‌.): ଦିବ୍ୟଶଙ୍କର ମିଶ୍ର ଜଣେ ସାଧାରଣ ବ୍ୟକ୍ତି ନୁହନ୍ତି । ସେ ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ । ମମିତା ହତ୍ୟା ମାମଲାରେ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆସୁଛି । ତେଣୁ ମନ୍ତ୍ରୀ ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା କହିଛି । ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ…

Read More

ବିନା ଟେଣ୍ଡରରେ ସିଏମସିର ନିମ୍ନମାନର ମଶାତେଲ କିଣା ନେଇ ରାଷ୍ଟ୍ରୀୟ ପଛୁଆବର୍ଗ ମହାସଂଘ ପକ୍ଷରୁ ଦୁର୍ନୀତି ନିବାରଣ ବିଭାଗକୁ ଦାବିପତ୍ର

ବିନା ଟେଣ୍ଡରରେ ସିଏମସିର ନିମ୍ନମାନର ମଶାତେଲ କିଣା ନେଇ ରାଷ୍ଟ୍ରୀୟ ପଛୁଆବର୍ଗ ମହାସଂଘ ପକ୍ଷରୁ ଦୁର୍ନୀତି ନିବାରଣ ବିଭାଗକୁ ଦାବିପତ୍ର କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମରେ ଗୋଟିଏ ପରେ ଗୋଟିଏ ଦୁର୍ନୀତି ଖୋଲୁଛି । ସିଏମସି ଦୁର୍ନୀତିର ଗନ୍ତାଘର ପାଲଟି ଯାଇଥିବା ଅଭିଯୋଗ ଉଠିଛି । ଅତୀତରେ ବହୁ ଦୁର୍ନୀତିର ପର୍ଦ୍ଦାଫାସ ହୋଇଥିବାବେଳେ ଏବେ ବିନା ଟେଣ୍ଡରରେ ନିମ୍ନମାନର ମଶା ତେଲ ପକାଯାଉଥିବା ଅଭିଯୋଗ କରି ଏହାର ତଦନ୍ତ କରିବାକୁ ରାଷ୍ଟ୍ରୀୟ ପଛୁଆବର୍ଗ ମହାସଂଘ ପକ୍ଷରୁ ଦୁର୍ନୀତି…

Read More

ଭୁବନେଶ୍ୱରରେ ପହଁଚିଲା ‘ବିଜୟ ମଶାଲ’ :୧୨୦ ବାଟାଲିୟନ ସୂର୍ଯ୍ୟଦ୍ୱାର ଠାରେ ସ୍ୱାଗତ ଜଣାଇଲେ ସେନା ବାହିନୀ ଓ ଶତାଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱରରେ ପହଁଚିଲା ‘ବିଜୟ ମଶାଲ’ ୧୨୦ ବାଟାଲିୟନ ସୂର୍ଯ୍ୟଦ୍ୱାର ଠାରେ ସ୍ୱାଗତ ଜଣାଇଲେ ସେନା ବାହିନୀ ଓ ଶତାଧିକ ଛାତ୍ରଛାତ୍ରୀ ଭୁବନେଶ୍ୱର (ଏନ୍‌.ଏମ୍‌.): ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଯାତ୍ରା କରୁଥିବା ସ୍ୱର୍ଣ୍ଣିମ ବିଜୟ ମଶାଲ ଆଜି ୨୯ ତାରିଖରେ ଭୁବନେଶ୍ୱରରେ ପହଁଚିଛି । ପୂର୍ବ ପ୍ରସ୍ତୁତି ଅନୁସାରେ ଏହି ବିଜୟ ମଶାଲ ଆଜି ସକାଳୁ ଆଇ.ଏନ.ଏସ୍ ଚିଲିକାରୁ ବାହାରି ଖୋର୍ଦ୍ଧା ଦେଇ ଭୁବନେଶ୍ୱର…

Read More

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ

ନୂଆପଡା ଗ୍ୟାଙ୍ଗୱାର ଘଟଣା : ୪ ଅଭିଯୁକ୍ତ ଅଟକ #କେନ୍ଦ୍ରାପଡ଼ା(ଆହ୍ଲାଦ ମହାନ୍ତି): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଗୁରୁବାର ସଂଗଠିତ ଗୋଷ୍ଠୀ ସଂଘର୍ଷ ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି । ୨୪ଘଂଟା ନପୂରୁଣୁ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଧରିବାରେ ସଫଳତା ପାଇଛି । ସେହିଭଳି ଗୋଟିଏ ଗୋଷ୍ଠୀ ଘଟଣାସ୍ଥଳକୁ ଆଣିଥିବା କାର୍‌ଟିକୁ ମଧ୍ୟ ପୋଲିସ ଜବତ କରିଛି । ଅନ୍ୟପକ୍ଷରେ ସଂଘର୍ଷରେ ଗୁରୁତର ଆହତ ହୋଇଥିବା ୨ ଜଣ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ…

Read More

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ: କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ #କଟକ/ଭୁବନେଶ୍ୱର(ଏନ୍‌.ଏମ୍‌.): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ଏହାକୁ ସରକାର କର୍ଣ୍ଣପାତ କରୁ ନଥିବା ପ୍ରତିବାଦରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରାରେ ନବୀନ ନିବାସ ପର୍ଯ୍ୟନ୍ତ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କରୋନା ସମୟରେ ନିଜ ଜୀବନକୁ…

Read More

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର #କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଆଜି ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟିଛି । ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ତେବେ ପୁଲିସ ଏ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦେଇ ନଥିବାବେଳେ ଆହତମାନଙ୍କ ସମ୍ପର୍କରେ ମଧ୍ୟ କୌଣସି ସୂଚନା ମିଳି ନାହିଁ । ଅନ୍ୟପକ୍ଷରେ ପତିଆରା ବିସ୍ତାର…

Read More

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ #ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସଭାପତି ହରିହର ପଣ୍ଡାଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ନିମପୁର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ଓ ଚତୁଃପାର୍ଶ୍ୱରେ ସଫେଇ କାର୍ଯ୍ୟକ୍ରମ କରି ଏକ ଘଣ୍ଟା ଶ୍ରମଦାନ କରିଥିଲେ । ଏହି ମେଡିକାଲକୁ ବହୁ ଲୋକ ସ୍ୱାସ୍ଥ୍ୟସେବା, ଫିଜିଓଥେରାପି, ଓ କୋଭିଡ ଟୀକା ଇତ୍ୟାଦି ପାଇଁ ପ୍ରତ୍ୟେହ ଆସିଥାଆନ୍ତି । ମେଡିକାଲର ଚତୁଃପାର୍ଶ୍ୱରେ ଅନାବନା ଗଛ, ଲତା…

Read More

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି #ଭୁବନେଶ୍ୱର (ଏନ୍‌.ଏମ୍‌.): ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତ୍ତିି ପାଳନ ଉପଲକ୍ଷେ ଅକ୍ଟୋବର ୨୦ରୁ ନଭେମ୍ବର ୭ ପର୍ଯ୍ୟନ୍ତ ଓଡିଶାରେ ଅମର ଯବାନ ଜ୍ୟୋତିର ସ୍ୱର୍ଣ୍ଣିମ ବିଜୟ ମଶାଲ ଆସନ୍ତା କାଲି ୨୯ ତାରିଖରେ ଭୁବନେଶ୍ୱରରେ ପହଁଚିବ । ଏହି ବିଜୟ ମଶାଲ ତଥା ୧୯୭୧ ଯୁଦ୍ଧର ବୀର ଯବାନମାନମାନଙ୍କ ସମ୍ମାନ ପ୍ରଦର୍ଶନ ନିମନ୍ତେ ଭୁବନେଶ୍ୱର…

Read More

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ ଜଗତପୁର (ଏନ୍‌.ଏମ୍‌.):ଦେଶ ବିରୋଧି ମନ୍ତବ୍ୟ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ଅଭିଯୋଗରେ ଜଗତପୁର ପୋଲିସ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ପଶ୍ଚିମ ଛକ (ସାତବାଟିଆ) ଗ୍ରାମର ମହମ୍ମଦ ଅରମାନ୍ (୨୦) ବୋଲି ଜଣାପଡ଼ିଛି । ଅରମାନ୍ ନିକଟରୁ ପୋଲିସ ଏକ ମୋବାଇଲ ଫୋନ ଜବତ କରିଛି । ପୋଲିସ୍ ସୂଚନା ମୁତବକ, ଭାରତ ଓ ପାକିସ୍ଥାନ ମଧ୍ୟରେ ଗତ…

Read More