ପାର୍ବଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ଅକ୍ଟୋବର ଗାଇଡଲାଇନ୍
ପାର୍ବଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ଅକ୍ଟୋବର ଗାଇଡଲାଇନ୍ #ଭୁବନେଶ୍ୱର(ଏନ୍.ଏମ୍.): ଚଳିତ ବର୍ଷ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅକ୍ଟୋବର ମାସ ନୂତନ କରୋନା ଗାଇଡଲାଇନ ଘୋଷଣା କରାଯାଇଛି । ଏହି ଗାଇଡ଼ ଲାଇନ ଅନୁଯାୟୀ ଅକ୍ଟୋବର ୧ ତାରିଖରୁ ନଭେମ୍ବର ୧ତାରିଖ ତାରିଖ ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ଏ ନେଇ ଆଜି ଏସଆରସି ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆଗକୁ…
