କଟକ-ଚାନ୍ଦବାଲି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା, ୩ ମୃତ, ୨୦ ଗୁରୁତର
କଟକ-ଚାନ୍ଦବାଲି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା, ୩ ମୃତ, ୨୦ ଗୁରୁତର [caption id="attachment_11999" align="alignnone" width="300"] News by Basant Ku Ratha (Cuttack)[/caption] #ନିଶ୍ଚିନ୍ତକୋଇଲି (ଏନ୍.ଏମ୍.): କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଏମ…












