ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା: ୧୧ଟି ଜିଲ୍ଲାରେ ସ୍କୁଲ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ, ୫ହଜାର ଲୋକଙ୍କୁ ସ୍ଥାନାନ୍ତର
ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା: ୧୧ଟି ଜିଲ୍ଲାରେ ସ୍କୁଲ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ, ୫ହଜାର ଲୋକଙ୍କୁ ସ୍ଥାନାନ୍ତର ଭୁବନେଶ୍ୱର (ଏନ୍.ଏମ୍.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଗୁଚାପ ଅବପାତ ହେବା ସହିତ ବାତ୍ୟାର ରୂପ ନେଇ ସାରିଛି । ଏହି ବାତ୍ୟାର ନାମ ରହିଛି ‘ଗୁଲାବ’ ।ଆଜି ମଧ୍ୟରାତ୍ରରେ ବାତ୍ୟା ‘ଗୁଲାବ’ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ…
