ଓଡ଼ିଶା ହାଇକୋର୍ଟରେ ଇ-ଫାଇଲିଂ ଷ୍ଟେସନର ଉଦ୍ଘାଟନ
ଓଡ଼ିଶା ହାଇକୋର୍ଟରେ ଇ-ଫାଇଲିଂ ଷ୍ଟେସନର ଉଦ୍ଘାଟନ କଟକ (ଏନ୍.ଏମ୍.): ଓଡ଼ିଶାର ଆଡଭୋକେଟ୍ ଏବଂ ନ୍ୟାୟାଳୟର ଅଧିକାରୀମାନଙ୍କର ସୁବିଧା ନିମନ୍ତେ ଭାରତର ଆଜି ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ତଥା ଇ-କମିଟିର ଅଧ୍ୟକ୍ଷ ନ୍ୟାୟମୂର୍ତ୍ତି ଡକ୍ଟର ଡି. ୱାଇ. ଚନ୍ଦ୍ରଚୂଡ଼ ୫ଟି ଇ-ସେବାର ଉନ୍ମୋଚନ କରିଛନ୍ତି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନ୍ୟାୟମୂର୍ତ୍ତି ଡକ୍ଟର ଏସ୍. ମୁରଲୀଧର ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତଥିଲେ । ଉଦ୍ଘାଟିତ ହୋଇଥିବା ଇ-ସେବା କାର୍ଯ୍ୟ ମଧ୍ୟରେ ଅଛି ଓଡ଼ିଶା ହାଇକୋର୍ଟ ବାର…
