ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ଭୁବନେଶ୍ୱର (ଏନ୍.ଏମ୍.): ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ଛାତ୍ରଛାତ୍ରୀମାନେ ଅଗଷ୍ଟ ୨୦ ତାରିଖ ଦିନ ୧୧ଟାରୁ ଅନଲାଇନରେ ଆବେଦନ କରିପାରିବେ । www.dhe.odisha.gov.in ଏବଂ www.samsodisha.gov.inରେ ଅନଲାଇନ୍ କମନ୍…












