ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇରେ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ହେବ- ବୋର୍ଡ଼
ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇରେ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ହେବ- ବୋର୍ଡ଼ କଟକ (ଏନ୍.ଏମ୍.): ଚଳିତ ବର୍ଷ ମାଟ୍ରିକ୍ ରେଜଲ୍ଟକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ପ୍ରକାଶ କରିଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ) ଜୁଲାଇ ମାସରେ ଅଫଲାଇନ୍ ପରୀକ୍ଷା କରିବାକୁ ପ୍ରସ୍ତୁତ ହୋଇଛି…












