ହାଇକୋର୍ଟରେ କୋଭିଡ ମୃତ୍ୟୁର ସ୍ୱତନ୍ତ୍ର ଅଡିଟ୍ ଦାବି ଖାରଜ, ସରକାର ଜିଲ୍ଲାୱାରୀ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ହାଇକୋର୍ଟରେ କୋଭିଡ ମୃତ୍ୟୁର ସ୍ୱତନ୍ତ୍ର ଅଡିଟ୍ ଦାବି ଖାରଜ, ସରକାର ଜିଲ୍ଲାୱାରୀ ରିପୋର୍ଟ ଦେବାକୁ ନିର୍ଦ୍ଦେଶ କଟକ (ଏନ୍.ଏମ୍.): ରାଜ୍ୟରେ କୋଭିଡ୍ ମୃତ୍ୟୁ ସଂଖ୍ୟାର ସଠିକ୍ ନିରୂପଣ ପାଇଁ ସ୍ୱତନ୍ତ୍ର ଅଡିଟ୍ କରାଇବା ଦାବିରେ ଦାଖଲ ହୋଇଥିବା ଜନସ୍ୱାର୍ଥ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । କିନ୍ତୁ ପ୍ରତି ଜିଲ୍ଲାରେ କୋଭିଡରେ କେତେ ଜଣଙ୍କ ମୃତ୍ୟୁ ହୋଇଛି, ସେନେଇ ସବିଶେଷ ତଥ୍ୟ ଦାଖଲ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ କୋଭିଡଜନିତ…
