ଭିଜିଲାନ୍ସ ନିର୍ଦ୍ଦେଶକଭାବେ ଦାୟିତ୍ୱ ନେଲେ ଜଶୱନ୍ତ ଜେଠୱା
ଭିଜିଲାନ୍ସ ନିର୍ଦ୍ଦେଶକଭାବେ ଦାୟିତ୍ୱ ନେଲେ ଜଶୱନ୍ତ ଜେଠୱା କଟକ(ଏନ୍.ଏମ୍.): ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ବରିଷ୍ଠ ଆଇପିଏସ ଅଧିକାରୀ ଜଶୱନ୍ତ ଜେଠୱା ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ନେବାପରେ ସେ ଦିବଂଗତ ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।…












