କରୋନା ଯୋଗୁଁ ଅନାଥ ପିଲାଙ୍କ ପାଇଁ ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା
କରୋନା ଯୋଗୁଁ ଅନାଥ ପିଲାଙ୍କ ପାଇଁ ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟରେ ଅନାଥ ହୋଇଯାଇଥିବା ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଆଶୀର୍ବାଦ’ ଯୋଜନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ସମ୍ପର୍କରେ ଘୋଷଣା କରି କହିଛନ୍ତି ଯେ, ଗତ ୨୦୨୦ ଏପ୍ରିଲ ପହିଲା ବା ତା’ପରେ ଉଭୟ ବାପା, ମା’ ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଦୀକ୍ଷା, ଭରଣପୋଷଣ ତଥା ଯତ୍ନପାଇଁ ଏହି ଯୋଜନା…
