ୟୁଜି-ପିଜି ପରୀକ୍ଷା ନେଇ ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ୟୁଜି-ପିଜି ପରୀକ୍ଷା ନେଇ ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଭୁବନେଶ୍ୱର (ଏନ୍.ଏମ୍.): ରାଜ୍ୟରେ ୟୁଜି-ପିଜିର ଫାଇନାଲ ଇୟର ବା ଫାଇନାଲ୍ ସେମିଷ୍ଟର ପରୀକ୍ଷା ହେବ ବୋଲି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତିମାନଙ୍କ ମତାମତ ନିଆଯାଇ ୟୁଜି-ପିଜି ଫାଇନାଲ ଇୟର ବା ଫାଇନାଲ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ଜୁଲାଇ, ଅଗଷ୍ଟ ସୁଦ୍ଧା ଅନଲାଇନରେ ପରୀକ୍ଷା ହେବ…
