‘ସେବାହିଁ ସଙ୍ଗଠନ’ରେ କଟକ ନଗର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ
‘ସେବାହିଁ ସଙ୍ଗଠନ’ରେ କଟକ ନଗର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ କଟକ (ଏନ୍.ଏମ୍.): କଟକ ନଗର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଜନସେବା ମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ସେଥି ମଧ୍ୟରୁ ସେବା ହିଁ ସଂଗଠନ ଅନ୍ୟତମ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱିତୀୟ ପାଳିର ଦ୍ୱିତୀୟ ବର୍ଷ ପୂରଣ ହେତୁ କେନ୍ଦ୍ରୀୟ ବିଜେପି ଯୋଜନା ଅନୁସାରେ ଓ ରାଜ୍ୟ ବିଜେପି ନିର୍ଦ୍ଦେଶ କ୍ରମେ ସାରା…
