ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମଞ୍ଜୁର କଲେ ୫୫ ଲକ୍ଷ ଟଙ୍କା
ଭୁବନେଶ୍ୱର (ଏନ୍.ଏମ୍.): ରାଜ୍ୟରେ କରୋନା ମହାମାରୀ ବିସ୍ପୋରଣର ରୂପ ନେଉଥିବାବେଳେ ଏହାକୁ ନିୟନ୍ତ୍ରଣ କରିବା ନିମନ୍ତେ ରାଜ୍ୟ ସରକାର ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି କରିଛନ୍ତି । ଲୋକେ ଘରେ ରହିବା ଦ୍ୱାରା କିମ୍ବା ଅନ୍ୟ ଲୋକଙ୍କ ସଂସ୍ପର୍ଶରେ ନଆସିବା ଦ୍ୱାରା ଏହି ସଂକ୍ରମଣ ହ୍ରାସ ପାଇବାର ସମ୍ଭାବନା ଥିବାରୁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେଣୁ ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ପାଇଁ…
