ନରସିଂହପୁରରେ ହରିଣ ଛୁଆକୁ ଉଦ୍ଧାର କଲା ବନବିଭାଗ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ନରସିଂହପୁରରେ ହରିଣ ଛୁଆକୁ ଉଦ୍ଧାର କଲା ବନବିଭାଗ

ନରସିଂହପୁର (ଏନ୍.ଏମ୍.): କଟକ ଜିଲ୍ଲା ବଡ଼ମ୍ବା ବନାଞ୍ଚଳ ଗୋପପୁର ସନ୍ନିକଟ ବାସୁଦେବ ହାଇସ୍କୁଲ ପଛ ପାଖରେ ଆଜି ପ୍ରତ୍ୟୁଷରୁ ପାଣି ପିଇବା ପାଇଁ ଏକ ପାଞ୍ଚ ବର୍ଷର ହରିଣ ଛୁଆ ଗୋପପୁର ଗାଁ ଆଡ଼କୁ ଆସୁଥିବା ବେଳେ ଦୃଭାଗ୍ୟ ବଶତଃ ପାଞ୍ଚ ଛ ଟି ବୁଲା କୁକୁରଙ୍କ ହାବୁଡ଼ରେ…

ଦିଲ୍ଲୀ ସରକାରଙ୍କ ଘୋଷଣା : କରୋନା ମୃତ୍ୟୁ ପରିବାରଙ୍କୁ ମିଳିବ ୫୦ହଜାର ଟଙ୍କାର ଆର୍ଥିକ ସହାୟତା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ଦିଲ୍ଲୀ ସରକାରଙ୍କ ଘୋଷଣା : କରୋନା ମୃତ୍ୟୁ ପରିବାରଙ୍କୁ ମିଳିବ ୫୦ହଜାର ଟଙ୍କାର ଆର୍ଥିକ ସହାୟତା

ନୂଆଦିଲ୍ଲୀ (ଏନ୍‌.ଏମ୍‌.): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲ ଆଜି ଏକ ବଡ଼ ଘୋଷଣା କରିଛନ୍ତି । ଦିଲ୍ଲୀର ଜନସାଧଣଙ୍କ ମଧ୍ୟରୁ ଯଦି କାହାରି କରୋନା ଜନିତ ମୃତ୍ୟୁ ହୁଏ ତେବେ ଉକ୍ତ ପରିବାରକୁ ୫୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ । ଏଥି ସହିତ ତାଙ୍କ ପରିବାରକୁ…

କମୁନି କରୋନା: ଜୁନ ୧ତାରିଖ ଯାଏ ବଢ଼ିଲା ଲକଡାଉନ ଅବଧି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

କମୁନି କରୋନା: ଜୁନ ୧ତାରିଖ ଯାଏ ବଢ଼ିଲା ଲକଡାଉନ ଅବଧି

ଭୁବନେଶ୍ୱର (ଏନ୍‌.ଏମ୍‌.): ରାଜ୍ୟରେ ସମ୍ପ୍ରତି କରୋନା ସଂକ୍ରମଣ ହୁହୁ ହୋଇ ବଢ଼ିବା ଯୋଗୁଁ ସରକାର ଓ ପ୍ରଶାସନର ମୁଣ୍ଡବିନ୍ଧାର କାରଣ ହୋଇଛି । ତେବେ ସଂକ୍ରମଣର ଚେନ ଭାଙ୍ଗିବା ପାଇଁ ସରକାର ବାଧ୍ୟ ହୋଇ ଲକଡାଉନ ଓ ସଟଡାଉନ ଭଳି ପଦକ୍ଷେପ ନେଉଛନ୍ତି । ତେବେ ରାଜ୍ୟରେ ଜାରି…

ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ

କଟକ(ଏନ୍‌.ଏମ୍‌.): ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କାଜିଡିହସ୍ଥିତ ସଂଘ ପକ୍ଷରୁ କଟକ ସହରର ବିଭିନ୍ନ ସ୍ଥାନରେ ବୁଲା ଷଣ୍ଢ, ଗାଇ, ବୁଲାକୁକୁରମାନଙ୍କୁ ଖାଦ୍ୟ ପାନୀୟ ବିତରଣ କରାଯାଇଥିଲା । ବିଶେଷ କରି ସମ୍ପ୍ରତି କରୋନା ସଂକ୍ରମଣ ଯୋଗୁଁ ଲକ୍‌ଡାଉନ…

ରାଜ୍ୟରେ କରୋନା ସଂକ୍ରମଣ କ୍ଷେତ୍ରରେ କଟକ ଆଗରେ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ କ୍ଷେତ୍ରରେ କଟକ ଆଗରେ

କଟକ(ଏନ୍‌.ଏମ୍‌.): ଆଜି କଟକ ଜିଲ୍ଲାର କରୋନା ସଂକ୍ରମଣ ସଂଖ୍ୟା ସମଗ୍ର ରାଜ୍ୟରେ ସର୍ବାଧିକ ରହିଛି । ଅନ୍ୟ ଜିଲ୍ଲା ଅପେକ୍ଷା କଟକ ଜିଲ୍ଲାରେ ଆଜି ୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ମହାନଗର ନିଗମ ଅଞ୍ଚଳରୁ ୩୮୩ଜଣ, ଗ୍ରାମାଞ୍ଚଳରୁ ୫୬୯ଜଣ ଏବଂ ଅନ୍ୟ ଜିଲ୍ଲାରୁ ୨୧ଜଣ…

ପବିତ୍ର ଅକ୍ଷୟ ତୃତୀୟାର ହାର୍ଦ୍ଧିକ ଅଭିନନ୍ଦନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ପବିତ୍ର ଅକ୍ଷୟ ତୃତୀୟାର ହାର୍ଦ୍ଧିକ ଅଭିନନ୍ଦନ

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପାଠକ ପାଠିକାମାନଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇ ନିଷ୍କର୍ଷ ମିଡ଼ିଆ ଆରମ୍ଭ କରିଛି ଡିଜିଟାଲ ପ୍ଲାଟଫର୍ମ ଏଥିରେ ଆପଣମାନେ ପାଇ ପାରିବେ ୨୪ଘଣ୍ଟିଆ ତାଜା ଖବର, ନିଷ୍କର୍ଷ ସାପ୍ତାହିକ ଖବର କାଗଜ, ୟୁଟୁବ୍ ଚାନେଲ ଓ ଫେସବୁକ ପେଜ ଆପଣଙ୍କୁ ସବୁବେଳେ ତାଜା ଖବର…

JEE Main 2021 ପରୀକ୍ଷା ସ୍ଥଗିତ
Slider ବ୍ରେକିଙ୍ଗ ନିଉଜ ଶିକ୍ଷା ଓ ନିଯୁକ୍ତି

JEE Main 2021 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଏପ୍ରିଲ୍ ମାସ ପରେ ଏବେ JEE Mainର ମେ ମାସର ପରୀକ୍ଷାକୁ ମଧ୍ୟ ସ୍ଥଗିତ କରିଦିଆଯାଇଛି । ନ୍ୟାଶନାଲ୍ ଟେଷ୍ଟିଂ ସେଣ୍ଟର (ଏନଟିଏ) ଏ ନେଇ ନୋଟିସ୍ ଜାରି କରିଛି । ନୋଟିସ୍ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡା. ରମେଶ ପୋଖରୀୟାଲ୍ ନିଶଙ୍କ ଟ୍ୱିଟ୍ କରି…

ବିରୋଧୀ ଦଳ ନେତା କିଏ ହେବେ?
Slider ଦେଶ ବିଦେଶ ପପୁଲାର ନିଓଜ ରାଜନୀତି

ବିରୋଧୀ ଦଳ ନେତା କିଏ ହେବେ?

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଶେଷ ହୋଇଛି। ଆଉ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ମମତା ବାନାର୍ଜୀ। ହେଲେ ନିର୍ବାଚନ ବେଳେ ଟିଏମସି ଯେଉଁ ‘ଖେଲା ହୋବେ’ ସ୍ଲୋଗାନ ଦେଇଥିଲା ତାହା ଶେଷ ହୋଇନାହିଁ, ବରଂ ଆଗକୁ ଆହୁରି ଜୋରଦାର ‘ଖେଲା ହୋବେ’ ବୋଲି ବିଜେପି ଆଭାସ ଦେଇ…

ଗାର୍ଲଫ୍ରେଣ୍ଡଙ୍କ ଅନୁମତିରେ ମେଲିଣ୍ଡାଙ୍କୁ ବିବାହ କରିଥିଲେ ବିଲ ଗେଟ୍ସ
Slider ଦେଶ ବିଦେଶ ବ୍ରେକିଙ୍ଗ ନିଉଜ

ଗାର୍ଲଫ୍ରେଣ୍ଡଙ୍କ ଅନୁମତିରେ ମେଲିଣ୍ଡାଙ୍କୁ ବିବାହ କରିଥିଲେ ବିଲ ଗେଟ୍ସ

ୱାଶିଂଟନ: ବିବାହର ୨୭ ବର୍ଷ ପରେ ବିଶ୍ୱର ଅନ୍ୟତମ ଧନୀ ତଥା ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ ଗେଟ୍ସ ଓ ତାଙ୍କ ପତ୍ନୀ ମେଲିଣ୍ଡା ଗେଟ୍ସଙ୍କ ବିଚ୍ଛେଦକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆସିଛି ଏହାର ଏକ ନୂଆ ଆଙ୍ଗେଲ। ଏହି ହାଇ ପ୍ରୋଫାଇଲ ବିଚ୍ଛେଦ ପରେ…

କରୋନାରେ ବୋଲିଓଡ଼  ଅଭିନେତାଙ୍କ ମୃତ୍ୟୁ
Slider ମନୋରଞ୍ଜନ

କରୋନାରେ ବୋଲିଓଡ଼ ଅଭିନେତାଙ୍କ ମୃତ୍ୟୁ

ବମ୍ବେ: ଆର୍ମି ଅଫିସର ଭାବେ ଅବସର ନେବା ପରେ ଅଭିନୟରେ ଆରମ୍ଭ କରିଥିଲେ କ୍ୟାରିଅର। ଦୀର୍ଘ ୧୭ ବର୍ଷର କ୍ୟାରିଅରେ ବିଭିନ୍ନ ହିଟ ଫିଲ୍ମ ଓ ପପୁଲାର ଟେଲି ସିରିଏଲରେ ନିଜ ଅଭିନୟର ଯାଦୁ ଚଲାଇ ପାରିଥିବା ଜଣାଶୁଣା ଅଭିନେତା ବିକ୍ରମଜିତ କନୱରପାଲଙ୍କର ଗତକାଲି ମୃତ୍ୟୁ ହୋଇଛି। କରୋନା…

କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ମୁହଁରୁ ଫେରାଇ ଆଣିବ ଏହି ଔଷଧ, ଭାରତରେ ମିଳିଲା ମଞ୍ଜୁରୀ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ମୁହଁରୁ ଫେରାଇ ଆଣିବ ଏହି ଔଷଧ, ଭାରତରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ: ଦେଶରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ପୂର୍ବ ଦିନର ରେକର୍ଡ ଭାଙ୍ଗୁଛି। ଯାହାକୁ ନେଇ ସାରା ଦେଶ ଚିନ୍ତିତ। ଏବେ ଏହି କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏକ ବିଦେଶୀ କମ୍ପାନୀର ଔଷଧକୁ ଅନୁମତି ଦେଇଛନ୍ତି ଭାରତ ସରକାର। ଜରୁରୀକାଳୀନ…

ଆଇପିଏଲ ହେଲା ସ୍ଥଗିତ
Slider କ୍ରୀଡା ବ୍ରେକିଙ୍ଗ ନିଉଜ

ଆଇପିଏଲ ହେଲା ସ୍ଥଗିତ

ନୂଆଦିଲ୍ଲୀ: ପ୍ରଥମଥର ପାଇଁ ଅଧାରୁ ସ୍ଥଗିତ ହୋଇଛି ଫାଟଫଟ କ୍ରିକେଟ ଆଇପିଏଲ। ଏକାଧିକ କ୍ରିକେଟର କରୋନାରେ ଆକ୍ରାନ୍ତ ହେବାରୁ ଚଳିତ ବର୍ଷ ଆଇପିଏଲକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କ ବସିସିଆଇ ଉପ ସଭାପତି ରାଜୀବ ଶୁକ୍ଳା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆପିଏଲର ଗଭର୍ଣ୍ଣିଂ…