ସାମୁଦ୍ରିକ ଝଡ଼ ୟାସକୁ ନେଇ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ
କଟକ(ଏନ୍.ଏମ୍): ଆଗକୁ ଆସୁଥିବା ସାମୁଦ୍ରିକ ଝଡ଼ ୟାସକୁ ମୁକାବିଲା କରିବା ସମ୍ପର୍କରେ ଆଜି ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈକଠ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଭବାନୀଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପ୍ରାକୁତିକ ବିପର୍ଯ୍ୟୟ କମିଟି ବୈଠକ ଭର୍ଚ୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଥିଲା…
