ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଡାକ କର୍ମଯୋଗୀ ପ୍ରଶିକ୍ଷଣ ଶିବିର
ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଡାକ କର୍ମଯୋଗୀ ପ୍ରଶିକ୍ଷଣ ଶିବିର #ଜଗତସିଂହପୁର(ଏନ୍.ଏମ୍.): ଜଗତସିଂହପୁର ଜିଲ୍ଲା ସ୍ଥିତ ସ୍ୱାମୀ ବିବେକାନନ୍ଦ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଅଡିଟୋରିୟମ ପ୍ରାଙ୍ଗଣରେ କଟକ ଦକ୍ଷିଣ ଡାକମଣ୍ଡଳ ତରଫରୁ ଜଗତସିଂହପୁର ଉପ ମଣ୍ଡଳର ସହକାରି ଡାକ ଅଧିକ୍ଷକ ବ୍ରଜେନ୍ଦ୍ର ହେମ୍ବ୍ରମଙ୍କ ତତ୍ତ୍ୱାବଧାନରେ ଏକ ଡାକ କର୍ମଯୋଗୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମୁଖ୍ୟତଃ ଜଗତସିଂହପୁର ଡବ୍ଲୁଟିସି ପ୍ରଶିକ୍ଷକ ବେଣୁଧର ସାହୁ ପରିଚାଳନା କରିଥିଲେ । କୁଶ…
