ଦ’ ବିଆଇପିଏଫ ସ୍କୁଲରେ ଗଣିତ ଓ ବିଜ୍ଞାନ ପ୍ରଦର୍ଶନୀ ମେଳା
ଦ’ ବିଆଇପିଏଫ ସ୍କୁଲରେ ଗଣିତ ଓ ବିଜ୍ଞାନ ପ୍ରଦର୍ଶନୀ ମେଳା #ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାରସ୍ଥିତ ଦ’ ବିଆଇପିଏଫ ସ୍କୁଲ ଆନୁକୂଲ୍ୟରେ ଗଣିତ ଓ ବିଜ୍ଞାନ ମେଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ବିଜ୍ଞାନ ପ୍ରକଳ୍ପ ସହ ଗଣିତ ଚାତୁରୀ ପ୍ରଦର୍ଶିତ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ନିହାର ରଞ୍ଜନ ଭୂୟାଁ ଏହି ପ୍ରଦର୍ଶନୀକୁ ଉଦଘାଟନ କରିଥିବାବେଳେ ପ୍ରଧାନ ଶିକ୍ଷୟିତ୍ରୀ ନମଶ୍ରୀ ପତି ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କୁ ଏହିଭଳି ଜିଜ୍ଞାସା ମନୋବୃତ୍ତି ରଖି ଭବିଷ୍ୟତରେ…
