ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ #ନୂଆଦିଲ୍ଲୀ(ଏନ୍.ଏମ୍.): ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ଏହା ଏକ ପ୍ରକାର ଚୁଡ଼ାନ୍ତ ହୋଇସାରିଛି । କେବଳ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା । ଏ ନେଇ ଏଯାବତ ଶେଷ ହୋଇନି ବିଚାର ବିମର୍ଶ । ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ । ଏହି ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଧର୍ମେନ୍ଦ୍ରଙ୍କ ନୂଆଦିଲ୍ଲୀ ସ୍ଥିତ ୧୯-କୃଷକ…
