ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ
ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ #କଟକ(ଏନ୍.ଏମ୍.): ରାଜ୍ୟସରକାର ଆଶାକର୍ମୀମାନଙ୍କ ବେତନ ବୃଦ୍ଧି କରିବାସହ ଅନ୍ୟାନ୍ୟ ସୁବିଧା ସୁଯୋଗ ନିମନ୍ତେ ଘୋଷଣା କରିଛନ୍ତି । ଏଥି ପୂର୍ବରୁ ଦାବି ନେଇ ଆଶାକର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଥିବାବେଳେ ସରକାରଙ୍କ ଘୋଷଣା ଯୋଗୁଁ ଆନ୍ଦୋଳନକୁ ବନ୍ଦ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି । ସୂଚନା ଅନୁଯାୟୀ, ଦୀର୍ଘ ୧୮ବର୍ଷରୁ ଊର୍ଦ୍ଧକାଳ ଧରି ଆଶାକର୍ମୀମାନେ…
