ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଙ୍କଡାହାଡରେ ‘ଗରିବ କଲ୍ୟାଣ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଙ୍କଡାହାଡରେ ‘ଗରିବ କଲ୍ୟାଣ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଢେଙ୍କାନାଳର ୧୦ ଲକ୍ଷ ହିତାଧିକାରୀଙ୍କ ପାଇଁ ମାସିକ ୨୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ମୋଦି ସରକାର-ଧର୍ମେନ୍ଦ୍ର ପ୍ରଧାନ #କଙ୍କଡାହାଡ(ଏନ୍.ଏମ୍.): ମୋଦି ସରକାରରେ ଓଡ଼ିଶାର ସମ୍ମାନ, ଗୌରବ ଓ ଓଡିଆ ଅସ୍ମିତାକୁ ପ୍ରାଥମିକତା ଦିଆଯିବା ଦେବା ସହ ବିଗତ ୯ ବର୍ଷରେ ଅନେକ ଜନକଲ୍ୟାଣକାରୀ କାମ ହୋଇଛି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଓଡ଼ିଶାର…
