ରଥଯାତ୍ରା ପ୍ରସ୍ତୁତି ବୈଠକ: ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରହିବ- ମନ୍ତ୍ରୀ
ରଥଯାତ୍ରା ପ୍ରସ୍ତୁତି ବୈଠକ: ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରହିବ- ମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ସଂପର୍କରେ ଆଜି ବିଭାଗୀୟ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରଥଯାତ୍ରା ସମୟରେ ଯେପରି ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରହେ ସେ ସମ୍ପର୍କରେ ମନ୍ତ୍ରୀ ଶ୍ରୀ ଦେବ ବିଭାଗୀୟ କର୍ମକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରଥଯାତ୍ରା ସମୟକୁ ମୌସୁମୀ ଆଗମନ ହୋଇଥିଲେ ବି…
