ଓଡ଼ିଶା ହାଇକୋର୍ଟରେ ୨୩ଟି ଅନୁବାଦକ ପଦ ପାଇଁ ଅନ୍ଲାଇନ୍ ଆବେଦନ
ଓଡ଼ିଶା ହାଇକୋର୍ଟରେ ୨୩ଟି ଅନୁବାଦକ ପଦ ପାଇଁ ଅନ୍ଲାଇନ୍ ଆବେଦନ #କଟକ(ଏନ୍.ଏମ୍.): ଓଡ଼ିଶା ହାଇକୋର୍ଟରେ ୨୩ଟି ଅନୁବାଦକ ପଦବୀରେ ନିଯୁକ୍ତି ପାଇଁ ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ମାର୍ଚ୍ଚ ୩ ତାରିଖରୁ ଆରମ୍ଭ ହୋଇଛି । ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୧୭ ରହିଛି । ଇଚ୍ଛୁକ ଯୋଗ୍ୟ…












