ମହାନଦୀରେ ଭାସୁଛି ଅଚିହ୍ନା ବ୍ୟକ୍ତିଙ୍କ ଶବ
ମହାନଦୀରେ ଭାସୁଛି ଅଚିହ୍ନା ବ୍ୟକ୍ତିଙ୍କ ଶବ #ଚୌଦ୍ୱାର(ଏନ୍.ଏମ୍.): କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳର କୟଳପଡ଼ା ନିକଟ ବର୍ତ୍ତୀ ମହାନଦୀରେ ଅଚିହ୍ନା ବ୍ୟକ୍ତିଙ୍କ ଶବ ଭାସୁଥିବାର ଦେଖିବକୁ ମିଳିଛି । ତେବେ ଏହି ଶବଟିକୁ ନେଇ ଅଞ୍ଚଳରେ ବହୁ କଳ୍ପନା ଜଳ୍ପନା ଦେଖିବାକୁ ମିଳିଛି । ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ଖବର ଅନୁଯାଇ ଟିପିଏମ ଫାଣ୍ଡି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ଏହି ମୃତକଙ୍କ ପରିଚୟ…
