ସ୍ପଷ୍ଟ କଲା ଉଭୟ ଦଳ: ‘ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ହେବନି ମେଣ୍ଟ’

ସ୍ପଷ୍ଟ କଲା ଉଭୟ ଦଳ: ‘ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ହେବନି ମେଣ୍ଟ’ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ରାଜନୀତି ମହଲରେ ଯେଉଁ ଚର୍ଚ୍ଚା ହେଉଥିଲେ ସେଥିରେ ପୂର୍ଣ୍ଣଛେଦ ପକାଇଛନ୍ତି ଉଭୟ ଦଳର ମୁଖ୍ୟ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ଓଡ଼ିଶାରେ ମେଣ୍ଟ ହେବ ନାହିଁ । ଏକାକୀ ବିଜେପି ଲଢ଼ିବ । ଦିଲ୍ଲୀରୁ ଫେରି ରାଜ୍ୟ ବିଜେପି ସଭାପତି ଏହି ପ୍ରତିକ୍ରିୟା ରଖିଛନ୍ତି…

Read More

୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ

୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ #ଭୁବନେଶ୍ୱର(ଏନ୍‌.ଏମ୍‌.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାର୍ଚ୍ଚ ୫ତାରିଖରେ ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲଠାରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବରେ ଯୋଗଦେବା ସହ ବିଜେପିର ଏକ ଦଳୀୟ ସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ପାଇଁ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।…

Read More

ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ!

ନୂଆଦିଲ୍ଲୀରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ ! #ନୂଆଦିଲ୍ଲୀ (ଏନ୍‌.ଏମ୍‌.): ଏଠାରେ ଭାରତୀୟ ଜନତା ପାର୍ଟି ଓ ବିଜୁ ଜନତା ଦଳ ମଧ୍ୟରେ ନିର୍ବାଚନୀ ମେଣ୍ଟ ଚୂଡ଼ାନ୍ତ କରାଯାଇଥିବା ଜଣାଯାଇଛି । ଏନେଇ ଆନୁଷ୍ଠାନିକ ଘୋଷଣା ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ହେବାକୁ ଯାଉଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ପ୍ରଧାନମନ୍ତ୍ରୀଙ୍କର ଆସନ୍ତା ସପ୍ତାହରେ ଓଡ଼ିଶା ଗ୍ରସ୍ତ ସମୟରେ ଉଭୟ ନେତାଙ୍କର ସାକ୍ଷାତ…

Read More

ଶ୍ରମ ଅଧିକାରୀଙ୍କ ମେରୀ ରାୟ ନୀତି: ହିତାଧିକାରୀଙ୍କୁ ମିଳୁନି ସରକାରୀ ସହାୟତା ରାଶି

ଶ୍ରମ ଅଧିକାରୀଙ୍କ ମେରୀ ରାୟ ନୀତି: ହିତାଧିକାରୀଙ୍କୁ ମିଳୁନି ସରକାରୀ ସହାୟତା ରାଶି #ପାଟଣାଗଡ଼ (ଏନ୍‌.ଏମ୍‌.): ସରକାର ଶ୍ରମିକମାନଙ୍କର କଲ୍ୟାଣ ନିମନ୍ତେ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ମାତ୍ର ବିଭାଗୀୟ ଅଧିକାରୀଙ୍କ ମେରୀ ରାୟନୀତି ଯୋଗୁଁ ସରକାରୀ ସହାୟତା ହିତାଧିକାରୀଙ୍କ ପାଇଁ ଅପହଞ୍ଚ ହୋଇ ରହି ଯାଉଛି । ସେଥି ମଧ୍ୟରୁ ଶିକ୍ଷା ସହାୟତା, ମୃତ୍ୟୁକାଳୀନ ସହାୟତା, ବିବାହ ସହାୟତା, ଘର, ସାଇକେଲ, ଯନ୍ତ୍ରପାତି, ବୋଟ୍ ଟୋପି, ହଏଣ୍ଡଗ୍ଳୋଭ ଆଦି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ଯୋଗାଇ…

Read More

ଓଡ଼ିଆ ବରପୂତ୍ରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ କରିବା ଦାବିରେ ବିକ୍ଷୋଭ

ଓଡ଼ିଆ ବରପୂତ୍ରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ କରିବା ଦାବିରେ ବିକ୍ଷୋଭ #ଭୁବନେଶ୍ୱର (ଏନ୍‌.ଏମ୍‌.): ଦୀର୍ଘ ଦିନର ପ୍ରତୀକ୍ଷା ପରେ ଉଦଘାଟିତ ହେଉଥିବା ଭୁବନେଶ୍ୱର ବରମୁଣ୍ଡା ମୁଖ୍ୟ ବସଷ୍ଟାଣ୍ଡ ଜଣେ ଓଡ଼ିଆ ବରପୂତ୍ରଙ୍କ ନାମରେ ନାମକରଣ ନହେବା ଅନେକ ଓଡ଼ିଆ ସ୍ୱାଭିମାନୀ ବ୍ୟକ୍ତିଙ୍କୁ ବ୍ୟଥିତ କରିଛି । ଓଡ଼ିଆଙ୍କ ରାଜକୋଷରୁ ଅର୍ଥ ବ୍ୟୟ କରାଯାଇ ସେହି ଅର୍ଥରେ ଓଡ଼ିଆ ସ୍ୱାଭିମାନକୁ ବାରମ୍ବାର ଆଘାତ କରିବା ଓଡ଼ିଆଙ୍କ ସହନଶୀଳତାକୁ ଆହ୍ୱାନ କରୁଛି ବୋଲି ମତ ପ୍ରକାଶ ପାଇଛି ।…

Read More

ସହର ବିକାଶରେ ନୂଆ ମାଇଲଷ୍ଟୋନ: ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର

ସହର ବିକାଶରେ ନୂଆ ମାଇଲଷ୍ଟୋନ: ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟକୁ ହାସଲ କରିବାରେ ସହାୟକ ହେବ- ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫାଇଭ-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଫେବର ଟାଇଲ ରାସ୍ତା, ସ୍ୱେରେଜ ସିଷ୍ଟମ ଓ…

Read More

ଗଡଗଡେଶ୍ୱର ମନ୍ଦିରର ଜିର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି

ଗଡଗଡେଶ୍ୱର ମନ୍ଦିରର ଜିର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ପ୍ରସ୍ତୁତି #କଟକ(ଏନ୍‌.ଏମ୍‌.): କଟକ ସହରରେ ବୈଷ୍ଣବ ଧର୍ମ ଆଗମନର ମୁକସାଖୀ ମହାନଦୀର ଗଡ଼ଗଡ଼ିଆ ଘାଟରେ ଥିବା ଗଡଗଡେଶ୍ୱର ମନ୍ଦିରର ଜିଣ୍ଣୋଦ୍ଧାର ସହ ନୂତନ ମନ୍ଦିର ପ୍ରତିଷ୍ଠା ନେଇ ଚୁଡାନ୍ତ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କମିଟି ପକ୍ଷରୁ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇଛି । ମହାନଦୀ କୂଳରେ ଆବାହମାନ କାଳରୁ ପୂଜା ପାଇ…

Read More

ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪

ବ୍ୟବସାୟ କରିବାର ସହଜତା ଓ ସୁଗମତା ଦୃଷ୍ଟିରୁ ଓଡିଶା ଅନ୍ୟତମ ସର୍ବୋତମ ରାଜ୍ୟ: ଇପିକଲ ଏମ୍‌ଡି ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪ #ଭୁବନେଶ୍ୱର(ଏନ୍‌.ଏମ୍‌.): ଇପିକଲ ଓ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭୂପେନ୍ଦ୍ର ସିଂହ ପୁନିଆ ଓଡିଶାକୁ ବ୍ୟବସାୟ କରିବାର ଖର୍ଚ୍ଚ ଓ ସୁଗମ ବ୍ୟବସ୍ଥା ଦୃଷ୍ଟିରୁ ଦେଶର ଅନ୍ୟତମ ସର୍ବୋତମ ରାଜ୍ୟ ଭାବେ ଆଲୋକପାତ କରିଛନ୍ତି । ଭୁବନେଶ୍ୱରରେ ଆସୋଚାମ ଦ୍ୱାରା ଆୟୋଜିତ ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭରେ ନିଜର ମତବ୍ୟକ୍ତ କରି ଶ୍ରୀ…

Read More

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ

ଦାଦନ ଶ୍ରମିକକୁ ବନ୍ଧକ ଘଟଣା: ସର୍ଦ୍ଦାର ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମ ବିଭାଗ ତତ୍ପର, ନିଦାବିଷ୍ଣୁ ପାଲଟିଛି ପୁଲିସ #ପାଟଣାଗଡ଼(ଏନ୍‌.ଏମ୍‌.): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଖଲିଆ ଗାଁର ଦାଦନ ଶ୍ରମିକ ପରିବାରକୁ ସର୍ଦ୍ଦାର ବନ୍ଧକ ରଖି ଟଙ୍କା ଅସୁଲ କରିବା ଘଟଣାରେ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ଦେଖା ଦେଇଛି ସମ୍ପୃକ୍ତ ଦାଦନ ସର୍ଦ୍ଦାର ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି । ତେବେ ଦାଦନ ସର୍ଦାର ଜଣକ…

Read More

ବହୁ ପ୍ରତିକ୍ଷିତ ବାସୁଦେବ ମନ୍ତେଇ ପୋଲର ଶିଳାନ୍ୟାସ

ବହୁ ପ୍ରତିକ୍ଷିତ ବାସୁଦେବ ମନ୍ତେଇ ପୋଲର ଶିଳାନ୍ୟାସ #ବାସୁଦେବପୁର(ଏନ୍‌.ଏମ୍‌.): ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ବହୁ ପ୍ରତିକ୍ଷିତ ମନ୍ତେଇ ନଦୀରେ ବାଲିଆପାଳ ଘାଟ ଓ ଚାରିବାଟିଆ ଘାଟ ଠାରେ ନୂତନ ସେତୁ ନିର୍ମାଣ ନିମନ୍ତେ ଶିଳାନ୍ୟାସ ହୋଇ ଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଇସ୍ପାତ, ଖଣି ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବ୍ୟୋମକେଶ୍ ରାୟ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ…

Read More

ବୋଧପୁର ପଞ୍ଚାୟତରେ କର୍ମୀ ସମ୍ମିଳନୀ: ଲୋକଙ୍କ ଅଭିଯୋଗ ଶୁଣିଲେ ଓ ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ

ବୋଧପୁର ପଞ୍ଚାୟତରେ କର୍ମୀ ସମ୍ମିଳନୀ: ଲୋକଙ୍କ ଅଭିଯୋଗ ଶୁଣିଲେ ଓ ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ ବିଧାୟକ #କଟକ ସଦର(ଏନ୍‌.ଏମ୍‌.): କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋଧପୁର ପଞ୍ଚାୟତରେ କର୍ମୀସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ସ୍ଥାନୀୟ ବିଧାୟକ ଚନ୍ଦ୍ର ସାରଥୀ ବେହେରା ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିବା ସହ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ବିଧାୟକ ଶ୍ରୀ ବେହେରା ବୋଧପୁର ପଞ୍ଚାୟତରେ ପହଞ୍ଚିବା ପରେ ବିଜେଡି କର୍ମୀ ଓ ପଞ୍ଚାୟତ ବାସୀଙ୍କ…

Read More

ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍‌-ସଂଶୋଧକଙ୍କୁ ପ୍ରତିବର୍ଷ ପୁରସ୍କୃତ କରାଯିବ

ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍‌-ସଂଶୋଧକଙ୍କୁ ପ୍ରତିବର୍ଷ ପୁରସ୍କୃତ କରାଯିବ #କଟକ(ଏନ୍‌.ଏମ୍‌.): ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍‌-ସଂଶୋଧକଙ୍କୁ ଚୟନ କରି ପ୍ରତ୍ୟେକ ବର୍ଷ ଅଧ୍ୟାପିକା ନୀହାରିକା ଦାସ ସ୍ମୃତି ନ୍ୟାସ ପକ୍ଷରୁ ପୁରସ୍କୃତ କରାଯିବ ବୋଲି ଆଜି ସ୍ଥାନୀୟ ଗାନ୍ଧି ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନ୍ୟାସର ଆବାହକ ଦୀପକ କୁମାର ମହାନ୍ତ ଘୋଷଣା କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତ କହିଥିଲେ ଯେ, ସମ୍ପ୍ରତି ମୁଦ୍ରଣ ପ୍ରଯୁକ୍ତିବିଦ୍ୟାର ଯଥେଷ୍ଟ ଉନ୍ନତି ଘଟିଥିବାରୁ ଓଡ଼ିଆ ଭାଷାରେ…

Read More