ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍ଘାଟିତ
ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍ଘାଟିତ #ଭୁବନେଶ୍ୱର(ଏନ୍.ଏମ୍.): ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅହରହ ଉଦ୍ୟମ ଆଜି ମହିଳାମାନଙ୍କୁ ଅବଳା ଦୁର୍ବଳା କରି ରଖିନାହିଁ । ଆଜି ମହିଳାମାନେ ଆତ୍ମନିର୍ଭରଶୀଳ ହୋଇ ପାରିଛନ୍ତି । ତେବେ ମହିଳାମାନଙ୍କୁ ଅଧିକ ରୋଜଗାରକ୍ଷମ କରାଇବା ନିମନ୍ତେ ମୁଖ୍ୟମନ୍ତ୍ରୀ ଭେଣ୍ଡିଂ ଜୋନ ମାଧ୍ୟମରେ ସେମାନଙ୍କୁ ରୋଜଗାର କରିବାର ବାଟ ଉନ୍ମୁକ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଡୁମୁଡୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଦର୍ଶ…
