ମହାନଦୀରେ ଉନ୍ନତ ମାଛ ଯାଆଁଳ ଛାଡ଼ିଲେ କୃଷି ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ
ମହାନଦୀରେ ଉନ୍ନତ ମାଛ ଯାଆଁଳ ଛାଡ଼ିଲେ କୃଷି ଓ ମତ୍ସ୍ୟ ସମ୍ପଦ ମନ୍ତ୍ରୀ #ଜଗତପୁର(ଏନ୍.ଏମ୍.): ରାଜ୍ୟରେ ମତ୍ସ୍ୟ ସମ୍ପଦର ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି କଟକ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ କଟକ ମହାନଗର ନିଗମ ୪୮ ନମ୍ବର ୱାର୍ଡ଼ ଜଗତପୁର ସ୍ଥିତ ଶିକାରୀପୁର ବଟ ଛକ ଠାରେ କଟକ ଜିଲ୍ଲା ମତ୍ସ୍ୟ ବିଭାଗ’ ତରଫରୁ ମହାନଦୀରେ “ଉନ୍ନତ ମାଛ ଯାଆଁଳ…
