ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଇସିଆଇଙ୍କ ଘୋଷଣା; ମେ’ ୧୦ରେ ମତଦାନ, ୧୩ରେ ଭୋଟ ଗଣତି
ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଇସିଆଇଙ୍କ ଘୋଷଣା; ମେ’ ୧୦ରେ ମତଦାନ, ୧୩ରେ ଭୋଟ ଗଣତି #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶାର ଝାରସୁଗୁଡ଼ାରେ ଉପନିର୍ବାଚନ ହେବା ନେଇ ସୂଚନା ଦେଇଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) । ଆସନ୍ତା ମେ’ ମାସ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ । ଏନେଇ ଆଜି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏହି ଘୋଷଣା କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ ହେବା…
