ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ: ଆଜି ଅପରାହ୍ନଣ ୨ଟାରୁ ଅନ୍‌ଲାଇନ୍ ଟିକଟ ବୁକିଂ

ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ: ଆଜି ଅପରାହ୍ନଣ ୨ଟାରୁ ଅନ୍‌ଲାଇନ୍ ଟିକଟ ବୁକିଂ କଟକ(ଏନ୍‌.ଏମ୍‌.): ଡିସେମ୍ବର ୯ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣଆଫ୍ରିକା ମଧ୍ୟରେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଖେଳାଯିବ। ଏଥିପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ଟିକଟ ବିକ୍ରି ପ୍ରକ୍ରିୟା ଆରମ୍ଭ ହୋଇଛି। ଅପରାହ୍ନ ୨ଟାରୁ ଅନଲାଇନ ଟିକଟ ବୁକିଂ ଆରମ୍ଭ ହୋଇଛି ‘ଡିଷ୍ଟ୍ରିକ୍ଟ ବାଏ ଜୋମାଟୋ ଆପ୍‌’ ଏବଂ ୱେବସାଇଟରେ ଲୋକେ ଟିକଟ ବୁକ୍ କରିପାରିବେ। ଏଥର ମାତ୍ର ୨ହଜାର ଟିକଟ ଅନଲାଇନରେ ଉପଲବ୍ଧ ହେବ। ଆଜି…

Read More