ଅନ୍ତର୍ଜାତୀୟ ଜୈବବିବିଧତା ଦିବସ: ‘ବଞ୍ଚିବା ପାଇଁ ଜୈବବିବିଧତାକୁ ସମ୍ମାନ ଦେବାକୁ ପଡ଼ିବ’
ଅନ୍ତର୍ଜାତୀୟ ଜୈବବିବିଧତା ଦିବସ: ‘ବଞ୍ଚିବା ପାଇଁ ଜୈବବିବିଧତାକୁ ସମ୍ମାନ ଦେବାକୁ ପଡ଼ିବ’ [caption id="attachment_5063" align="alignnone" width="300"] Photo by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା ଜୈବବିବିଧତା ବୋର୍ଡ ଆନୁକୂଲ୍ୟରେ ସ୍ଥାନୀୟ ଇମେଜ ପରିସରରେ ‘ଅନ୍ତର୍ଜାତୀୟ ଜୈବବିବିଧତା ଦିବସ’ ପାଳିତ ହୋଇ ଯାଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ…












