ମୁକ୍ତା ଯୋଜନାରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚୌଦ୍ୱାରବାସୀଙ୍କ ନିବେଦନ
ମୁକ୍ତା ଯୋଜନାରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚୌଦ୍ୱାରବାସୀଙ୍କ ନିବେଦନ କଟକ(ଏନ୍.ଏମ୍.): କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳର ବିକାଶ ସମ୍ପର୍କରେ ଆଜି ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଭର୍ଚ୍ଚୁଆଲ ମୋର୍ଡ଼ରେ ଏକ ଆଲୋଚନା ହୋଇ ଯାଇଛି । ଦିବା ୧୧ ଘଟିକା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଆଲୋଚନାରେ ଅଞ୍ଚର ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗର ଶୁଣାଣୀ ହୋଇଥିଲା । ସମ୍ପ୍ରତି କୋଭିଡ ମହାମାରୀ ଯୋଗୁଁ ଚୌଦ୍ୱାର ପୌରାଞ୍ଚଳର ଜନସାଧାରଣଙ୍କ ଜୀବନଜୀବିକାକୁ ବହୁଳ…
