ଉପଖଣ୍ଡସ୍ତରୀୟ କୃଷି ଓ ଯନ୍ତ୍ରପାତି ମେଳା ଉଦଯାପିତ

ଉପଖଣ୍ଡସ୍ତରୀୟ କୃଷି ଓ ଯନ୍ତ୍ରପାତି ମେଳା ଉଦଯାପିତ #ଆଠଗଡ଼(ଏନ୍‌.ଏମ୍‌.): କଟକ ଜିଲ୍ଲା ଆଠଗଡ଼ କୃଷି ଓ କୃଷକର ବିକାଶ ପାଇଁ ଆଠଗଡ଼ ମହୋତ୍ସବ ପଡିଆ ଠାରେ ଏକ ଉପଖଣ୍ଡ ସ୍ତରୀୟ କୃଷି ଓ ଯନ୍ତ୍ରପାତି ମେଳା ଆୟୋଜନ କରାଯାଇଥିଲା । ଏହି ମେଳାରେ ପ୍ରଶାନ୍ତ କୁମାର ତରାଇ ଉପଜିଲ୍ଲାପାଳ, ଆଠଗଡ଼ ସଭାପତିତ୍ୱ କରିଥିଲେ, ମେଳାର ଉଦ୍ଦେଶ୍ୟ କୃଷକମାନେ ବୈଷୟିକ ଜ୍ଞାନକୌଶଳ ଜରିଆରେ ଅଧିକ ଉତ୍ପାଦନ କରିପାରିବେ, ଏହି ମେଳାର ଉଦଯାପନି ଦିବସରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ,…

Read More

ଆଗକୁ ବିପର୍ଯୟ ସମୟରେ ସମସ୍ତଙ୍କ ମୋବାଇଲକୁ ମିଳିବ ସୂଚନା

ଆଗକୁ ବିପର୍ଯୟ ସମୟରେ ସମସ୍ତଙ୍କ ମୋବାଇଲକୁ ମିଳିବ ସୂଚନା ପରୀକ୍ଷାତ୍ମକ ଭାବେ ଆସୁଛି ଏମରଜେନ୍ସି ଆଲଟ କଟକ(ଏନ୍‍.ଏମ୍‍.): ମୋବାଇଲକୁ ଆସୁଛି ଏମରଜେନ୍ସି ଆଲର୍ଟ । ତେବେ ଏହି ମେସେଜ୍ ଦେଖି ଅନେକ ଆଶଙ୍କାରେ ପଡିଛନ୍ତି । ହଠାତ୍‍ ଏହି ମେସେଜ ଆସିବା ପରେ ଲୋକଙ୍କ ପଢ଼ିବା ପାଇଁ ଧର୍ଯ୍ୟ ଧରୁନାହାନ୍ତି । ଅଯଥାରେ ଛାନିଆ ହୋଇ ପଡ଼ୁଛନ୍ତି । କିନ୍ତୁ ଏହି ମେସେଜ ମୋବାଇଲ ଧାରୀଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ । ବରଂ…

Read More

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ଲୋକମାନଙ୍କ ଜମି ସମସ୍ୟାର ହେବ ସମାଧାନ, ହାଇଟେକ୍ ସର୍ଭେ ପାଇଁ ନିର୍ଦ୍ଦେଶ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ହୋଇଥିଲା ନୀତିଗତ ନିଷ୍ପତ୍ତି #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ…

Read More

ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ଅଚାନକ କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ

ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ଅଚାନକ କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଅମରେଶ ପତ୍ରୀ ଅଚାନକ ଓ.ଏଲ୍‌.ଆଇ.ସି. କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରଛନ୍ତି । ସେଠାରେ ସେ କାର୍ଯ୍ୟରତ ମୋଟ ଯନ୍ତ୍ରୀ ଓ କର୍ମଚାରୀଙ୍କ ସଂଖ୍ୟା ଯାଞ୍ଚ କରିବା ସହ ପ୍ରକୃତ ଉପସ୍ଥିତି ଓ କ୍ଷେତ୍ର ପରିଦର୍ଶନରେ ଯାଇଥିବା କର୍ମଚାରୀଙ୍କ ସମ୍ପର୍କରେ ଅବଗତ ହୋଇଥିଲେ । ଅଧ୍ୟକ୍ଷ ଶ୍ରୀ ପତ୍ରୀ ଡିଭିଜନର କାର୍ଯ୍ୟ ତଦାରଖ ଓ ସମୀକ୍ଷା…

Read More

କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା

କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା #ଭୁବନେଶ୍ୱର(ଏନ୍‌.ଏମ୍‌.): ୫-‘ଟି’ ଓ ‘ମୋ ସରକାର’ ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ହୋଇଥିବାବେଳେ ଏହାକୁ କଡ଼ାକଡ଼ି ଭାବରେ ଅନୁପାଳନ କରାଯାଉଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧିନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷି ଓ କୃଷକ କଲ୍ୟାଣକାରୀ ଯୋଜନାର କାର୍ଯ୍ୟକାରିତାରେ ସଂପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରି ଯୋଜନାର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ ଓ…

Read More

ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା ତେଜ !

ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା ତେଜ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ମୌସୁମୀ ଫେରିବା ସମୟ ଉପନୀତ ହୋଇଛି । ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଶାକୁ ବାତ୍ୟା ଭୟ ଦେଖାଦେଇଛି । ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । ଏପରିକି ବାତ୍ୟାଟି ଓଡ଼ିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି । ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ ତରଙ୍ଗର ଉପସ୍ଥିତି ଯୋଗୁଁ ଚଳିତ…

Read More

ଜଗତପୁର ଅଞ୍ଚଳରେ ଭଙ୍ଗା ଘରେ ଚାଲିଛି ପ୍ରାଣିଧନ ଚିକିତ୍ସା କେନ୍ଦ୍ର, ଗେଟରେ ଝୁଲୁଛି ତାଲା, ବିପଦରେ ପଶୁ ସମ୍ପଦ

ଜଗତପୁର ଅଞ୍ଚଳରେ ଭଙ୍ଗା ଘରେ ଚାଲିଛି ପ୍ରାଣିଧନ ଚିକିତ୍ସା କେନ୍ଦ୍ର, ଗେଟରେ ଝୁଲୁଛି ତାଲା, ବିପଦରେ ପଶୁ ସମ୍ପଦ #କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମର ଅବହେଳା ଯୋଗୁ ଏବେ ପଶୁ ସମ୍ପଦ ବିପଦରେ ରହିଛି । ରାଜ୍ୟସରକାରଙ୍କ ପକ୍ଷରୁ ପ୍ରାଣୀଧନ ବିକାଶ ନିମନ୍ତେ ବିଭିନ୍ନ ସ୍ଥାନରେ ପଶୁ ଡାକ୍ତରଖାନା ଖୋଲାଯାଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ତାହା ଜନସାଧାରଣଙ୍କ କାମରେ ଲାଗିପାରୁନାହିଁ । ଏକଭଙ୍ଗାଘରେ କେବଳ ଫଳକରେ ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ଚାଲିଥିବାବେଳେ ଏହାର…

Read More

ନୂଆଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ନୂଆଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତା ୨୦ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ସମ୍ବଲପୁର ସହର ନୂଆଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି । ଆଜି ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି । ସେପ୍ଟେମ୍ବର ୨୦ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଥିବାବେଳେ ସକାଳ ୧୦ଟା ୨୭ରୁ ୧୦ଟା ୪୨ ମଧ୍ୟରେ ଶୁଭଲଗ୍ନ ରହିଛି । ଏହି ସମୟ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନଲାଗି ହେବ । ବ୍ରହ୍ମପୁରା ପଣ୍ଡିତ…

Read More

କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନାକୁ ରାଜ୍ୟ ସରକାରଙ୍କ ବାଟମାରଣାକୁ ପ୍ରତିବାଦ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ କୃଷି ଯନ୍ତ୍ରପାତି ଓ ଧାନକିଣା କାରବାରରେ ବ୍ୟାପକ ଦୁର୍ନୀତିର ସିବିଆଇ ତଦନ୍ତ ଦାବି ଓ ସାର କାରବାରରେ ବ୍ୟାପକ କଳାବଜାର ପ୍ରତିବାଦରେ ଆଜି ବିଜେପି କୃଷକମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଶତାଧିକ କାର୍ଯ୍ୟକର୍ତ୍ତା ପାୱାରହାଉସ ଛକରୁ ଏକ ଶୋଭାଯାତ୍ରାରେ ଆସି ଭୁବନେଶ୍ୱର…

Read More

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡିସିର ୨୬ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଓମ୍ବାଡିସିର ୨୬ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଖଣିଜ ପାଣ୍ଠିରେ ଅଧିକ ଜୀବିକା ଓ ଦକ୍ଷତା ବିକାଶ ପ୍ରକଳ୍ପ ଉପରେ ବୋର୍ଡର ଗୁରୁତ୍ୱାରୋପ #ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶା ଖଣିଜ ଉତ୍ପାଦନ କ୍ଷେତ୍ର ଉନ୍ନୟନ ନିଗମ (ଓମ୍ବାଡିସି)ର ଅଧ୍ୟକ୍ଷ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଓଏମ୍ବିଏଡିସିର ୨୬ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ(ବୋର୍ଡ ଅଫ୍ ଡାଇରେକ୍ଟର୍ସ) ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ଉନ୍ନୟନ କମିଶନର-ତଥା-ଅତିରିକ୍ତ ମୁଖ୍ୟ ଶାସନ…

Read More

ଚାଷ ଓ ଚାଷୀଙ୍କୁ ସ୍ୱାବଲମ୍ବି କରିବ ଜୈବିକ କୀଟନାଶକ; ସୋଆ ଛାତ୍ରଗୋଷ୍ଠୀଙ୍କ ଦ୍ୱାରା ଗ୍ରାମାଞ୍ଚଳ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ

ଚାଷ ଓ ଚାଷୀଙ୍କୁ ସ୍ୱାବଲମ୍ବି କରିବ ଜୈବିକ କୀଟନାଶକ; ସୋଆ ଛାତ୍ରଗୋଷ୍ଠୀଙ୍କ ଦ୍ୱାରା ଗ୍ରାମାଞ୍ଚଳ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ #ଭୁବନେଶ୍ୱର(ଏନ୍‌.ଏମ୍‌.): କୃଷି ଓ କୃଷି କାର୍ଯ୍ୟରେ କେମିକାଲ ନୁହଁ ବରଂ ଜୈବିକ କୀଟନାଶକ ବ୍ୟବହାରକୁ ଗୁରୁତ୍ୱ ଦେଲେ କ୍ଷେତ ଓ କୃଷକର ଲାଭ ଅଧିକ ହେବ । ଆଉ ଏହି ବାର୍ତ୍ତାକୁ ନେଇ ଚାଷୀଙ୍କୁ ସଚେତନ କରୁଛନ୍ତି ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀ । ଆଜି ଚନ୍ଦକା ସ୍ଥିତ କୁଜିମହଲ ଗ୍ରାମରେ ସ୍ଥାନୀୟ ଅଞ୍ଚଳର ଚାଷୀଙ୍କୁ ନେଇ…

Read More

ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ: କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁ #odisha #millet #mission

ଜନଜାତି କୃଷକମାନଙ୍କ ଦ୍ୱାରା ସଂରକ୍ଷିତ ପାରମ୍ପାରିକ ମାଣ୍ଡିଆର ଚାରିଗୋଟି ମାଣ୍ଡିଆ ଭୂ-ପ୍ରଜାତି ଜାରି ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ: କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟର ଜନଜାତି କୃଷକମାନଙ୍କ ଦ୍ୱାରା ସଂରକ୍ଷିତ ମାଣ୍ଡିଆର ଭୂ-ପ୍ରଜାତିକୁ ବିହନ ପ୍ରଣାଳୀରେ ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟର ମାନ୍ୟତା ହାସଲ କରିଛି । କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର…

Read More