ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ନିମନ୍ତେ ଦ୍ୱିତୀୟ ସମନ୍ୱୟ ବୈଠକ
ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ନିମନ୍ତେ ଦ୍ୱିତୀୟ ସମନ୍ୱୟ ବୈଠକ [caption id="attachment_5207" align="alignnone" width="300"] News by Nimaicharan Mohanty (Puri)[/caption] ପୁରୀ(ଏନ୍.ଏମ୍.): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା -୨୦୨୨ର ଦ୍ୱିତୀୟ ସମନ୍ୱୟ ବୈଠକ ସ୍ଥାନୀୟ ଟାଉନହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଶକ୍ତି, ଶିଳ୍ପ, ଏମ୍ଏସଏମ୍ଇ…












