ଚୌଦ୍ୱାରରେ ମୁକ୍ତା ଯୋଜନା: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ
ଚୌଦ୍ୱାରରେ ମୁକ୍ତା ଯୋଜନା: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ [caption id="attachment_3554" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାର ପୌରପାଳିକା ଅନ୍ତର୍ଭୁକ୍ତ ବିଭିନ୍ନ ୱାର୍ଡ଼ରେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କ ଦ୍ୱାରା ମାରାଥନ ଶିଳାନ୍ୟାସ ଓ ଉଦ୍ଘାଟନ ଅନୁଷ୍ଠିତ ହୋଇଯାଇଛି । ପୌରପାଳିକାର ବିଭିନ୍ନ…












