କୟଳପଡ଼ା ଠାରେ ଦ୍ୱିଦିବସୀୟ ପଞ୍ଚାୟତସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା
କୟଳପଡ଼ା ଠାରେ ଦ୍ୱିଦିବସୀୟ ପଞ୍ଚାୟତସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା #ଚୌଦ୍ୱାର(ଏନ୍.ଏମ୍.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ କୟଳପଡ଼ା ଠାରେ ଦୁଇ ଦିନ ଧରି ପଞ୍ଚାୟତସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଦୁଇ ଦିନରେ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜର କ୍ରୀଡ଼ା କୌଶଳ ପ୍ରଦର୍ଶନ କରି କୃତକାର୍ଯ୍ୟ ହୋଇ ବେଶ ଆନନ୍ଦିତ ହୋଇଛନ୍ତି । ଏହି ପ୍ରତିଯୋଗିତାର ଉଦ୍ଘାଟନୀ ଉତ୍ସବରେ ଚୌଦ୍ୱାର ଥାନା ଆରକ୍ଷୀ ନିରୀକ୍ଷକ ବିରଞ୍ଚି ନାରାୟଣ ପତି ଉଦ୍ଘାଟନ କରିଥିବାବେଳେ ମୁଖ୍ୟଅତିଥି ଭାବେ ଟାଙ୍ଗୀ-ଚୌଦ୍ୱାର…
