ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା
ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା ଭୁବନେଶ୍ୱର(ଏନ୍.ଏମ୍.): ରାଜଭବନରେ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପରିଚୟ’ର ସ୍ୱତନ୍ତ୍ର ପ୍ରଦର୍ଶନ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ଚଳଚ୍ଚିତ୍ରଟି ଉପଭୋଗ କରିବା ସହିତ ଏପରି ସୃଜନ ପ୍ରୟାସକୁ ପ୍ରଶଂସା କରିଛନ୍ତି ।…



















