କୋଣାର୍କ ସାହିତ୍ୟ ଆସର ଓ ଚିତ୍ରକଳା ପ୍ରଦର୍ଶନୀ : ୧୦ ସାରସ୍ୱତ ପ୍ରତିଭାଙ୍କୁ ସମ୍ବର୍ଦ୍ଧନା
କୋଣାର୍କ ସାହିତ୍ୟ ଆସର ଓ ଚିତ୍ରକଳା ପ୍ରଦର୍ଶନୀ : ୧୦ ସାରସ୍ୱତ ପ୍ରତିଭାଙ୍କୁ ସମ୍ବର୍ଦ୍ଧନା #କୋଣାର୍କ(ଏନ୍.ଏମ୍.): ଗୀତି କବିତା ଓଡ଼ିଆ ସାହିତ୍ୟର ପ୍ରାରମ୍ଭରୁ ଅଛି ଏବଂ ଆଗକୁ ରହିଥିବା ମଧ୍ୟ, ଗୀତି କବିତା ସ୍ୱର-ତାଳ-ଲୟଯୁକ୍ତ ସାଂଗୀତିକତା ନୁହେଁ, ଏହା ଜନଜୀବନର ଅନ୍ତଃସ୍ୱର । ଓଡ଼ିଆ ସାହିତ୍ୟର ଅଭିନ୍ନ ଅଙ୍ଗରୂପେ ବିଦିତ ଗୀତି କବିତାର ବର୍ତ୍ତମାନ ଓ ଭବିଷ୍ୟତ ଉଜ୍ଜ୍ୱଳ ଏବଂ ଏହା ଓଡ଼ିଆ ସାହିତ୍ୟର ପ୍ରାଣସ୍ପନ୍ଦନ ବୋଲି ସଂପ୍ରତି ଓଡିଆ ସାହିତ୍ୟରେ ଗୀତି କବିତାର ସ୍ଥିତି’ ଶୀର୍ଷକ…
