ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବହୁପ୍ରତୀକ୍ଷିତ ଭୁବନେଶ୍ୱର-କଟକ ମେଟ୍ରୋ ରେଳପ୍ରକଳ୍ପର ଶିଳାନ୍ୟାସ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବହୁପ୍ରତୀକ୍ଷିତ ଭୁବନେଶ୍ୱର-କଟକ ମେଟ୍ରୋ ରେଳପ୍ରକଳ୍ପର ଶିଳାନ୍ୟାସ [caption id="attachment_11982" align="alignnone" width="300"] News by Smruti Ranjan Tripathy (BBSR)[/caption] #ଭୁବନେଶ୍ୱର/ବାରଙ୍ଗ(ଏନ୍.ଏମ୍.): ଇଂରାଜୀ ନବବର୍ଷ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁପ୍ରତୀକ୍ଷିତ ମେଟ୍ରୋ ରେଳର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସ୍ଥାନୀୟ ତ୍ରିଶୁଳିଆ ନିକଟ…




















