ମୋ କଲେଜ ଅଭିଯାନ ଅଧୀନରେ ୧୯ଟି ଉଚ୍ଚଶିକ୍ଷାନୁଷ୍ଠାନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଲାଗି ୨ କୋଟି ୪୦ ଲକ୍ଷ ଟଙ୍କା ମଞ୍ଜୁରୀ
ମୋ କଲେଜ ଅଭିଯାନ ଅଧୀନରେ ୧୯ଟି ଉଚ୍ଚଶିକ୍ଷାନୁଷ୍ଠାନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଲାଗି ୨ କୋଟି ୪୦ ଲକ୍ଷ ଟଙ୍କା ମଞ୍ଜୁରୀ ଭୁବନେଶ୍ୱର(ଏନ୍.ଏମ୍.): “ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ଏହି କ୍ରମରେ ସୋମବାର ଦିନ ରେଭେନ୍ସା ବିଶ୍ୱବିଦ୍ୟାଳୟ ସହିତ ୧୮ଟି ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନିର୍ମାଣ ଲାଗି ରାଜ୍ୟ ସରକାର ୨ କୋଟି ୪୦ ଲକ୍ଷ ଟଙ୍କାର…
