ଓଡିଶା ଘରୋଇ ହୋମିଓପାଥିକ୍ ଚିକିତ୍ସକ ସଂଘର ୭ମ ସାଧାରଣ ବାର୍ଷିକ ସମ୍ମିଳନୀ
ଓଡିଶା ଘରୋଇ ହୋମିଓପାଥିକ୍ ଚିକିତ୍ସକ ସଂଘର ୭ମ ସାଧାରଣ ବାର୍ଷିକ ସମ୍ମିଳନୀ କଟକ(ଏନ୍.ଏମ୍.): ହୋମିଓପାଥିକର ଜନକ ପୂଣ୍ୟାତ୍ମା ସାମୁଏଲ ହ୍ୟାନିମାନ୍ଙ୍କ ୨୬୮ତମ ଜନ୍ମ ଜୟନ୍ତୀ ଅବସରରେ ସ୍ଥାନୀୟ ସହିଦ୍ ଭବନଠାରେ ଓଡିଶା ଘରୋଇ ହୋମିଓପାଥିକ୍ ଚିକିତ୍ସକ ସଂଘର ୭ମ ବାର୍ଷିକୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଡାକ୍ତର ପ୍ରଦୀପ ରାଓ ମୁଖ୍ୟଅତିଥି, ବରିଷ୍ଠ ଆଇନଜୀବୀ ରମଣୀକାନ୍ତ ପଟ୍ଟନାୟକ ମୁଖ୍ୟବକ୍ତା, ଡାକ୍ତର ବିଚିତ୍ରାନନ୍ଦ ସ୍ୱାଇଁ ସମ୍ମାନିତ ଅତିଥି ଓ ମୁଖ୍ୟ ପରାମର୍ଶଦାତା ନିହାର ରଞ୍ଜନ ବିଶ୍ୱାଳ…
