ଶ୍ରମିକ ବିରୋଧୀ ନୀତି ବିରୁଦ୍ଧରେ ଏଆଇୟୁଟିୟୁସି ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରମିକ ବିକ୍ଷୋଭ
ଶ୍ରମିକ ବିରୋଧୀ ନୀତି ବିରୁଦ୍ଧରେ ଏଆଇୟୁଟିୟୁସି ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରମିକ ବିକ୍ଷୋଭ #କଟକ(ଏନ୍.ଏମ୍.): କେନ୍ଦ୍ର ସରକାରଙ୍କ ଶ୍ରମିକ-କର୍ମଚାରୀ ମାରଣ ନୀତି ବିରୁଦ୍ଧରେ ଏବଂ ଶ୍ରମିକ କର୍ମଚାରୀଙ୍କ ନ୍ୟାୟସଂଗତ ଦାବିରେ ଏଆଇୟୁଟିୟୁସି ପକ୍ଷରୁ ଦେଶବ୍ୟାପୀ ପ୍ରତିବାଦ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମଖରେ ଜିଲ୍ଲାସ୍ତରୀୟ ଶ୍ରମିକ ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା । ସମସ୍ତ ବେକାରଙ୍କୁ ସ୍ଥାୟୀ ନିଯୁକ୍ତି ଦେବା, କାମ କରିବାର ଅଧିକାରକୁ ମୌଳିକ ସାମ୍ବିଧାନିକ ଅଧିକାର ଭାବେ ଗୃହୀତ କରିବା, ବିଦ୍ୟୁତ୍…
