ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଡାକ କର୍ମଯୋଗୀ ପ୍ରଶିକ୍ଷଣ ଶିବିର
ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଡାକ କର୍ମଯୋଗୀ ପ୍ରଶିକ୍ଷଣ ଶିବିର #ଜଗତସିଂହପୁର(ଏନ୍.ଏମ୍.): ଜଗତସିଂହପୁର ଜିଲ୍ଲା ସ୍ଥିତ ସ୍ୱାମୀ ବିବେକାନନ୍ଦ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଅଡିଟୋରିୟମ ପ୍ରାଙ୍ଗଣରେ କଟକ ଦକ୍ଷିଣ ଡାକମଣ୍ଡଳ ତରଫରୁ ଜଗତସିଂହପୁର ଉପ ମଣ୍ଡଳର ସହକାରି ଡାକ ଅଧିକ୍ଷକ ବ୍ରଜେନ୍ଦ୍ର ହେମ୍ବ୍ରମଙ୍କ ତତ୍ତ୍ୱାବଧାନରେ…




















