ଫିକି ଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଫିକି ଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ବିଶ୍ୱକପ୍ ହକି ସମୟରେ ମିଲେଟ୍ର ପ୍ରଚାର ଉପରେ ଗୁରୁତ୍ୱାରୋପ #ଭୁବନେଶ୍ୱର(ଏନ୍.ଏମ୍.): ବିଶ୍ୱବ୍ୟାପୀ ମିଲେଟ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍? ବର୍ଷ ଭାବରେ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍ ମିଶନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟର ଗୁରୁତ୍ୱ ଏବଂ ଉପକାରିତା ସମ୍ପର୍କରେ ପ୍ରଚାରପ୍ରସାର କରିବା ପାଇଁ ବର୍ଷସାରା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ଥିର କରାଯାଇଛି…
