ଓଡ଼ିଆ ଭାଷା ପ୍ରତି ଯତ୍ନବାନ ହେବାକୁ ସ୍ମାରକପତ୍ର
ଓଡ଼ିଆ ଭାଷା ପ୍ରତି ଯତ୍ନବାନ ହେବାକୁ ସ୍ମାରକପତ୍ର #କଟକ(ଏନ୍.ଏମ୍.): ଓଡ଼ିଆ ଭାଷାକୁ ସ୍ୱତନ୍ତ୍ର ମାନ୍ୟତା ମିଳିବା ପରେ ମଧ୍ୟ ଅଣଦେଖା କରାଯାଉଛି । ବିଶେଷ କରି ଓଡ଼ିଆ ଭାଷାକୁ କଦର୍ଥ କରାଯିବା ପ୍ରତିବାଦରେ ଆଜି ସିଏମସି କର୍ପୋରେଟର ଗଗନ ଓଝାଙ୍କ ନେତୃତ୍ୱରେ ବୁଦ୍ଧିଜୀବୀ ମାନଙ୍କ ଏକ ପ୍ରତିନିଧି ମଣ୍ଡଳୀ କଟକ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ଜରିଆରେ ରାଜ୍ୟ ସଂସ୍କୃତି ସଚିବଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଅଭିଯୋଗ ଅନୁଯାୟୀ ରାଜ୍ୟରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ନିମନ୍ତେ…
